ପୁରୀରେ ଅନୁଷ୍ଠିତ ହେବ ଦଶମ ପରାମର୍ଶଦାତା କମିଟି ବୈଠକ, ଅଧ୍ୟକ୍ଷତା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
ପୁରୀରେ ଅନୁଷ୍ଠିତ ହେବ ଦଶମ ପରାମର୍ଶଦାତା କମିଟି ବୈଠକ, ଅଧ୍ୟକ୍ଷତା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
ପୁରୀ ୨୪/୦୯ : ଆଜି ପୁରୀରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହେବ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାଜୀବ ଚନ୍ଦ୍ରଶେଖର ଓ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦ ଯୋଗଦେବେ ।
ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାର ବିମର୍ଷ କରାଯିବ । ସକାଳ ୧୦ ଟା ୪୫ରେ ପୁରୀରେ ହୋଟେଲ ମେ ଫେୟାରରେ ହେବ ବୈଠକ । ପୁରୀ ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ ।
Edited by k.s thakur..
Comments
Post a Comment