ବୌଦ୍ଧରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଅଳ୍ପକେ ବର୍ତିଲେ ୫୦ରୁ ଅଧିକ ବନକର୍ମଚାରୀ…

ବୌଦ୍ଧରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଅଳ୍ପକେ ବର୍ତିଲେ ୫୦ରୁ ଅଧିକ ବନକର୍ମଚାରୀ…

ବୌଦ୍ଧ,୨୮/୧୧ : ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ। ଯେଉଁଥିରେ ୫୦ରୁ ଅଧିକ ବନକର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ବନବିଭାଗ ଗାଡି ଉଡାଇବା ପାଇଁ ଖଞ୍ଜା ଯାଇଥିଲା ଲ୍ୟାଣ୍ଡମାଇନ୍ ?
          Ad..



ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଗଞ୍ଜେଇ ଗଛ ନଷ୍ଟ କରିବା ପାଇଁ ବନକର୍ମଚାରୀ ଯାଇଥିଲେ। ଏହି ସମୟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା । ତେବେ ୫୦ ଜଣ ବନ କର୍ମଚାରୀ ଓ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବନ ବିଭାଗ ଗାଡି ଉଡାଇବା ପାଇଁ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜା ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ବିସ୍ପୋରକ ସାମଗ୍ରୀ ଓ କିଛି ତାର ଜବତ ହୋଇଛି।





Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...