ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ୍‌ ସହ ଜିଅନ୍ତା ଜଳିଗଲେ ଡ୍ରାଇଭର...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ୍‌ ସହ ଜିଅନ୍ତା ଜଳିଗଲେ ଡ୍ରାଇଭର...

କୁଚିଣ୍ଡା,୨୬/୦୭ : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଡେସରାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

            Ad..


 

ଏଠାରେ ୧୪ଚକିଆ କୋଇଲା ବୋଝେଇ ଟ୍ରକ ଏବଂ ୪୦୭ ଗାଡ଼ି ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଧକ୍କା ହେବାପରେ ଦୁଇଟି ଟ୍ରକ ଓଲଟି ପଡ଼ିଥିବା ବେଳେ ଟ୍ରକରୁ ବାହାରି ନ ପାରି ୪୦୭ ଗାଡ଼ି ସହ ଜିଅନ୍ତା ଜଳିଗଲେ ଡ୍ରାଇଭର। 

ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜମନକିରା ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି  ନିଆଁକୁ ଆୟତ୍ତ କରିଛି। ତେବେ ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି।

ଅନ୍ୟପଟେ ଗୁରୁତର ଅବସ୍ଥାରେ ୪୦୭ର ହେଲ୍ପରଙ୍କୁ ଉଦ୍ଧାର କରି ବୁର୍ଲା ଭିମସାରକୁ ପଠାଯାଇଥିବା ବେଳେ ଘଟଣା ସ୍ଥଳରୁ କୋଇଲା ବୋଝେଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି।






Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...