କମ୍ୟୁନିଟି ହଲ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟିକା...

କମ୍ୟୁନିଟି ହଲ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟିକା...

ପଦ୍ମପୁର,୩୦/୦୮ :- ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ ନଂ ୦୨ ଶାନ୍ତିନଗର ଠାରେ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟଅତିଥି ଭାବେ ଯୋଗଦେଇ ଏକ କମ୍ୟୁନିଟି ହଲ୍ ର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। 

Ad..



ସମ୍ମାନିତ ଅତିଥି ଭାବେ ଏନ୍.ଏ.ସି ଅଧ୍ୟକ୍ଷା ସାବିତ୍ରୀ ବାଗ, ଉପାଧ୍ୟକ୍ଷା ଭାରତୀ ପଟ୍ଟନାୟକ,  କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ କାଉନ୍ସିଲର କୁନାଲ ପାଣିଗ୍ରାହୀ  ଯୋଗଦେଇଥିଲେ । 

Ad..



ଏହି କାର୍ଯ୍ୟକ୍ରମ ରେ ରାଧାକୃଷ୍ଣ ମନ୍ଦିର କମିଟୀ ର ଶ୍ଯାମ ସୁନ୍ଦର ସାହୁ, ଘନଶ୍ୟାମ ପୁଞ୍ଜି,ରାଜ କୁମାରୀ ସାହୁ, ରଞ୍ଜିତା ସାହୁ ଏବଂ ପଡା ର ବୟୋଜ୍ୟେଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ ।






Report : Bijay ku sahu

Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...