ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ...


ବରଗଡ଼,୨୬/୦୨ : ନବଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଚକରକେନ୍ଦ ରେ ଗୋଟିଏ ମାସ ବ୍ୟାପୀ ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରୀମାନେ ଅଂଶଗ୍ରହଣ କରି ବହୁ ପରିମାଣରେ ଲାଭ ପାଇଥିଲେ । 

Ad..



ଶେଷ ଦିନରେ ତାଲିମ ଶିବରର ପରିଚାଳନା ର ଦାୟୀତ୍ଵ ଖେଳ ଶିକ୍ଷିକ ସୁବଳ ପଧାନ ନିରିକ୍ଷଣ କରିଥିଲେ ଏବଂ ନିଜର ବକ୍ତବ୍ୟ ରଖି ଆତ୍ମସୁରକ୍ଷା ଶିବିରର ଉପାଦେୟତା ବିଷୟରେ ପିଲାଙ୍କୁ ଅବଗତ କରାଇଥିଲେ ।

Ad..



Like and subscribe our channel through this link below 👇

https://www.youtube.com/@odishachroniclenews?sub_confirmation=1




Report  : Bijay Kumar sahu

Edited by k.s thakur...


Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...