ଡଙ୍ଗରପଡ଼ା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ...

ଡଙ୍ଗରପଡ଼ା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ...


ଦେଓଗାଁ,୨୭/୦୯ : ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରପଡ଼ା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରାଧାମୋହନ ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭା ରେ ମୁଖ୍ୟ ଅତିଥି ରୂପେ  ଧଣ୍ଡାମାଲ ସରପଞ୍ଚ ଶ୍ରୀମତୀ ସଞ୍ଜୁ ଶିକା ,ସମ୍ମାନିତ ଅତିଥି ରୂପେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଥନାପତି,ଓ ମୁଖ୍ୟ ବକ୍ତା ରୂପେ ଧଣ୍ଡମାଳ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଯୋଶୀ ଯୋଗ ଦେଇଥିଲେ। 

         Ad..


ସି ଆର ସି ସି ସତ୍ୟନାରାୟଣ ସେନାପତି ସୁରଭି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ, ସହକାରୀ ଶିକ୍ଷକ କଣ୍ଡୁରି ରାଉତ ଓ ପଞ୍ଚାନନ ଭୋଇ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ। ଡଙ୍ଗର ପଡା କ୍ଲଷ୍ଟର୍ ର ଏଗାର ଟି ବିଦ୍ୟାଳୟ ର ସମସ୍ତ ପ୍ରଧାନ ଶିକ୍ଷକ ଓ ଗାଇଡ ଶିକ୍ଷକ ଓ ପ୍ରତିଯୋଗୀ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ରେ  ବରିଷ୍ଠ ଶିକ୍ଷକ ସୁଶାନ୍ତ ସାହୁ ,ଜଗଦୀଶ ପଧାନ, ପ୍ରଦୀପ ଜେନା,ବିଧାନ ସେଠ୍,ନିକୁଞ୍ଜ ହରପାଳ,ସୁଜ୍ଞାନ ସେଠ୍,ହିମାଂଶୁ ନାଗ,ପଞ୍ଚୁ ଭୋଇ,ଆକୁଳ ପଧାନ ପ୍ରମୁଖ ଯୋଗ ଦେଇଥିଲେ।ପରିଶେଷ ରେ ସହକାରୀ ଶିକ୍ଷକ ଦୟାନିଧି ପାତ୍ର ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।





Edited by k.s thakur...



Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...