ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ମହୁଲପାଲି ଗାଁରେ ବିଜେପି ର ସଦସ୍ୟତା ଅଭିଯାନ...

ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ମହୁଲପାଲି ଗାଁରେ ବିଜେପି ର ସଦସ୍ୟତା ଅଭିଯାନ...


ବରଗଡ଼,୨୯/୦୯ : ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ମହୁଲ ପାଲି ଗାଁ ରେ ବିଜେପି ତରଫରୁ ସଦସ୍ୟତା ଅଭିଯାନ ଆରମ୍ଭ କରାଯାଇଛି। 

           Ad..


ଏହି  କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା , ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ପଦ୍ମପୁର ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୁଏ ପ୍ରମୁଖ ଙ୍କ ସମେତ ଜିଲ୍ଲା ସ୍ତରୀୟ ନେତା ଉପସ୍ଥିତ ରହି ଏହି ଅଭିଯାନରେ ସାମିଲ ହୋଇଥିଲେ।




Report : Bijay ku sahu

Edited by k.s thakur...


Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...