ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ !

ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ !


ଭୁବନେଶ୍ୱର,୨୯/୦୩ : ୨୦୦୦ ବ୍ୟାଚ୍‌ର ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଭିଆରଏସ୍ ନେଇଥିବା ସୂଚନା ।ପ୍ରାୟ ୧୫ ଦିନ ତଳେ କେନ୍ଦ୍ର ନିକଟରେ ଆବେଦନ କରିଥିଲେ । ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। 

Ad..


ତେବେ ସୁଜାତାଙ୍କ ଭିଆରଏସକୁ କେନ୍ଦ୍ର ମଞ୍ଜୁରି ଦେଇଥିବା ସୂଚନା ମିଳିଛି ।ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ ।



Edited by k.s thakur...


Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...