ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ...

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ...


ପଦ୍ମପୁର,୩୦/୦୩ :ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ  ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥିଙ୍କର ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବ ବର୍ଷର ପୈାରାଣିକ କଥାବସ୍ତୁ ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।

Ad..


ଶ୍ରୀମତୀ କଳ୍ପନାବତୀ ସାହୁ ଗୁରୁମା ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ର ବିଶେଷତ୍ତ୍ୱ  ଉପରେ  ବକ୍ତବ୍ୟ ପ୍ରଧାନ କରିଥିଲେ । ଶ୍ରୀମତୀ ସୁଷମା ମେହେର ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ ପଟ୍ଟନାୟକ ଗୁରୁମା ଧନ୍ୟବାଦ ପ୍ରଦାନ କରିଥିଲେ ।ସମସ୍ତ  ଭାଇଭଉଣୀ,ଗୁରୁଜୀ ଗୁରୁମା, ସେବକ ସେବିକାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମାପ୍ତ ହୋଇଥିଲା।



Report : Bijay ku sahu

Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...