ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ...

ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ...


ପଦ୍ମପୁର,୨୯/୦୩ : ବରଗଡ଼ ଜିଲା ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାମରତନ ପୁରୋହିତ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। 

Ad..


ସେହିପରି ସୁନିଲ କୁମାର ପାଣିଗ୍ରାହୀ ଉପସଭାପତି, ଚିନ୍ମୟ କୁମାର ପଣ୍ଡା ସମ୍ପାଦକ, ଲକ୍ଷ୍ମଣ ସାହୁ ଉଭୟ ଯୁଗ୍ମ ସମ୍ପାଦକ ଓ କୋଷାଧ୍ୟକ୍ଷ, ରୋହିତ କୁମାର ଭୋଇ ସହସମ୍ପାଦକ ନିର୍ବାଚିତ ହୋଇଛନ୍ତି।

ରାଧାବଲ୍ଲଭ ପାଣିଗ୍ରାହୀ, ଗୌନ୍ତିଆ କୁମାର ସାହୁ, ପରମେଶ୍ବର ସାହୁ, ବିଭୂତି ଭୂଷଣ ଦାଶ, କିଶୋର କୁମାର ମେହେର, ପ୍ରଦୀପ କୁମାର ସାହୁ କାର୍ଯ୍ୟକାରିଣୀ କମିଟି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି।



Report : Bijay ku sahu

Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...