ସମସ୍ତ ରେଲୱେ ଷ୍ଟେସନରେ RPF ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ...

ସମସ୍ତ ରେଲୱେ ଷ୍ଟେସନରେ RPF ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ...


ଭୁବନେଶ୍ଵର,୨୮/୦୪ : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ପହଲଗାମ୍‌ ଆକ୍ରମଣ ଘଟଣାକୁ ନେଇ ସବୁ ଷ୍ଟେସନ୍‌ରେ ଫ୍ଲାଗ୍‌ ମାର୍ଚ୍ଚ । ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ତୁରନ୍ତ ଜିଆରପି କିମ୍ବା ଆରପିଏଫ୍‌କୁ ସୂଚନା ଦେବା ପାଇଁ କୁହାଯାଉଛି । ମାଇକ ଜରିଆରେ ଯାତ୍ରୀମାନଙ୍କୁ ସଚେତନ କରାଯାଉଛି ।

         Ad..


ସେହିଭଳି କୌଣସି ଲୋକ ସନ୍ଦେହଜନକ କାର୍ଯ୍ୟ କରୁଥିବା ଦେଖିଲେ ତୁରନ୍ତ ଖବର ଦେବା ପାଇଁ ଆରପିଏଫ ପକ୍ଷରୁ କୁହାଯାଉଛି । ସମସ୍ତ୍ ଯାତ୍ରୀଙ୍କର ଲଗେଜ୍ ସ୍କାନ୍ କରିବା ସହ ବ୍ୟାଗ୍ ଚେକିଂ କରାଯାଉଛି ।

         Ad..


RPF ଆଇଆଇସି ଏବଂ ଏସଆଇ ଏହି ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇଛନ୍ତି । ୨ ସେକ୍ସନ ଫୋର୍ସ ମଧ୍ୟ ଏଥିରେ ସାମିଲ ଅଛନ୍ତି । ଏହାସହ ଷ୍ଟେସନରେ ଥିବା ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର ।



Edited by k.s thakur...





Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...