ସିକ୍କିମ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ...

ସିକ୍କିମ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ...


ଭୁବନେଶ୍ୱର,୩୦/୦୫ : ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

           Ad..


ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। 

         Ad..


ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।



Edited by k.s thakur...




Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...